Advertisment

ସୂଚନା ଅଧିକାର ଆଇନ ପରିସରକୁ ଆସିବ ରାଜ୍ୟ ଭିଜିଲାନ୍ସ

ଗୋପନୀୟ ଓ ସଂବେଦନଶୀଳ ପ୍ରସଙ୍ଗ ଛାଡ଼ି ଅନ୍ୟ ସବୁ RTIକୁ ଆସିବ

ଅଦ୍ୟତନ ହୋଇଛି
Special story

Special story

Advertisment

RTI ପରିସରକୁ ଆସିବ ଭିଜିଲାନ୍ସ । ଆଜି ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ । ଏକାଧିକ ବ୍ୟକ୍ତିଙ୍କ ପକ୍ଷରୁ ଦାୟର ମାମଲାର ବିଚାର କରି ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି । ଏ ସଂପର୍କିତ ସଂଶୋଧିତ ବିଜ୍ଞପ୍ତି ୪ ସପ୍ତାହ ମଧ୍ୟରେ ପ୍ରକାଶ ପାଇବ । ଗୋପନୀୟ ଓ ସଂବେଦନଶୀଳ ପ୍ରସଙ୍ଗ ଛାଡ଼ି ଅନ୍ୟ ସବୁ RTIକୁ ଆସିବ ।

Advertisment

ବିଭାଗର ଅନ୍ୟ ସମସ୍ତ ଅଂଶ ପବ୍ଲିକ ଡୋମେନରେ ଦେବାକୁ କୁହାଯାଇଛି । ଭିଜିଲାନ୍ସ RTIରୁ ବାଦ୍ ନେଇ ୨୦୧୬ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଏହାକୁ ଚାଲେଂଜ କରି ଏକାଧିକ ବ୍ୟକ୍ତି ହାଇକୋର୍ଟରେ ପିଟିସନ ଦାଖଲ କରିଥିଲେ ।

Orissa HC RTI Vigillance
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ