/odishatv-khabar/media/post_attachments/uploadimage/library/16_9/16_9_0/IMAGE_1672128130.jpg)
teachers protest against odisha govt
ରାଜଧାନୀର ରାଜରାସ୍ତାରେ ଶିକ୍ଷକ ସଂଘର ଗର୍ଜନ। ୮ ଦଫା ଦାବି ନେଇ ପ୍ରାଥମିକ ଶିକ୍ଷକ ଏକ୍ସ-କ୍ୟାଡର ମହାସଂଘର ରାଜଧାନୀ ରେ ବିଶାଳ ରାଲି। ମାଷ୍ଟରକ୍ୟାଣ୍ଟିନ ଛକଠାରୁ ଲୋୟର ପିଏମଜି ପର୍ଯ୍ୟନ୍ତ ୨୦ ହଜାରରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀ ବିଶାଳ ରାଲିରେ ଯାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହି ସମୟରେ ପୋଲିସ ସହ ଶିକ୍ଷକମାନଙ୍କ ଧସ୍ତାଧସ୍ତି ଦେଖିବାକୁ ମିଳିଛି।
Advertisment
ଆନ୍ଦୋଳନର ନେତୃତ୍ୱ ନେଇଥିଲେ ରାଜ୍ୟ ମହାସଂଘର ସଭାପତି ଶରତ ଚନ୍ଦ୍ର ନାୟକ। ଶିକ୍ଷକଶିକ୍ଷୟିତ୍ରୀଙ୍କ ଡେପୁଟେସନ ବାତିଲ କରି ଏକ୍ସ-କ୍ୟାଡର ବ୍ୟବସ୍ଥା ଉଚ୍ଛେଦ ସହ ୨୦୧୭ ମାର୍ଚ୍ଚ ୧ରୁ କ୍ୟାଡରଭୁକ୍ତ କରିବାକୁ ମହାସଂଘ ଦାବି କରିଛି। ଟ୍ରେଜେରୀ ମାଧ୍ୟମରେ ଦରମା ପ୍ରଦାନ, ପୁରୁଣା ପେନସନ୍ ବ୍ୟବସ୍ଥା ଲାଗୁ ଆଦି ଦାବି କରାଯାଇଛି।
ଅଧିକ ପଢ଼ନ୍ତୁ: ଆନ୍ଦୋଳନକୁ ରୋକିବା ଲାଗି ଶିକ୍ଷକଙ୍କୁ ସରକାରଙ୍କ ନାଲି ଆଖି !
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)