mines
Advertisment
ଖୁବଶୀଘ୍ର ଓଡ଼ିଶାର ୧୫ଟି ଖଣି ଓ ୧୬ଟି ଲଘୁ ଖଣିଜ ବ୍ଲକର ନିଲାମ ହେବ । ଏନେଇ ସାମ୍ବାଦିକ ସମ୍ମିଳନୀରେ ଖଣି ମନ୍ତ୍ରୀ ପ୍ରଫୁଲ ମଲ୍ଲିକଙ୍କ ସୂଚନା । ବର୍ତ୍ତମାନ ସୁଦ୍ଧା ୩୭ଟି ଖଣିଜ ବ୍ଲକର ନିଲାମ ପ୍ରକ୍ରିୟା ଶେଷ ହୋଇଛି । ୨୦୨୧-୨୨ରେ ୪୯୫୩୦ କୋଟି ଟଙ୍କାର ଖଣି ରାଜସ୍ୱ ଆଦାୟ ହୋଇଛି । ଚଳିତ ବର୍ଷ ଏଯାବତ୍ ୧୧୮୮୭ କୋଟିର ରାଜସ୍ୱ ସଂଗ୍ରହ ହୋଇଛି । ଯାହାକି ଗତବର୍ଷ ଠାରୁ ୨୧.୭୮ ପ୍ରତିଶତ ଅଧିକ ରାଜସ୍ୱ ବୋଲି କହିଛନ୍ତି ଖଣି ମନ୍ତ୍ରୀ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/mines_1626692598.jpg)