/odishatv-khabar/media/post_attachments/uploadimage/library/16_9/16_9_0/IMAGE_1700037838.jpg)
The High Court's order in the matter of Nata Mandap
ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ପ୍ରସଙ୍ଗରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ । ଆସନ୍ତାକାଲିଠାରୁ ନାଟମଣ୍ଡପ ମରାମତି ଲାଗି ନିର୍ଦ୍ଦେଶ । ଏହା ସହ ଜଗମୋହନ ମରାମତି ମଧ୍ୟ କରାଯିବ । ଆସନ୍ତାକାଲିଠାରୁ ନାଟମଣ୍ଡପ ମରାମତି ଲାଗି ASIକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମରାମତି ଲାଗି ସମସ୍ତ ସହଯୋଗ ଯୋଗାଇବ ଶ୍ରୀମନ୍ଦିର ପ୍ରଶାସନ ।
ମରାମତି କାମର ଅନୁଧ୍ୟାନ କରିବେ ଆମିକସ୍ କ୍ୟୁରି । ଏନେଇ ମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ମରାମତି କାମ ଅନୁଧ୍ୟାନ କରି ପ୍ରତି ୧୫ ଦିନରେ ହାଇକୋର୍ଟଙ୍କୁ ରିପୋର୍ଟ ଦେବେ ଆମିକସ୍ କ୍ୟୁରି । ଡିସେମ୍ବର ୪ ତାରିଖରେ ହାଇକୋର୍ଟରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ।
ଅଧିକ ପଢ଼ନ୍ତୁ: ଅଶାଳୀନ ପୋଷାକ ପରେ ଶ୍ରୀମନ୍ଦିରକୁ ପାନ-ଗୁଟ୍ଖା ବି ବ୍ୟାନ୍ ! ସେବାୟତଙ୍କ ପାଇଁ ମଧ୍ୟ ଲାଗୁ...
#କାଲିଠାରୁ_ନାଟମଣ୍ଡପ_ମରାମତି_ନିର୍ଦ୍ଦେଶ
-ଶ୍ରୀମନ୍ଦିର ନାଟମଣ୍ଡପ ମରାମତି ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦ୍ଦେଶ
-ଆସନ୍ତାକାଲିଠାରୁ ନାଟମଣ୍ଡପ ମରାମତି ଲାଗି ନିର୍ଦ୍ଦେଶ
-ନାଟମଣ୍ଡପ ମରାମତି ଲାଗି ASIକୁ ନିର୍ଦ୍ଦେଶ
-ମରାମତି ଲାଗି ସମସ୍ତ ସହଯୋଗ ଯୋଗାଇବ ମନ୍ଦିର ପ୍ରଶାସନ#Puri#Srimandir#Odishapic.twitter.com/gvAe5d04uy— ଓଟିଭି (@otvkhabar) November 15, 2023
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)