Baliyatra
Advertisment
ନଭେମ୍ବର ୨୭ରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା । ନଭେମ୍ବର ୨୭ରୁ ଆରମ୍ଭ ହୋଇ ଡିସେମ୍ବର ୪ ପର୍ଯ୍ୟନ୍ତ ଚାଲିବ କଟକ ବାଲିଯାତ୍ରା। ଚଳିତ ବର୍ଷ ମୋଟ ୮ ଦିନ ବାଲିଯାତ୍ରା ଚାଲିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ। ଆଜି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନଲାଇନ୍ ଯୋଗେ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ବାଲିଯାତ୍ରା ଆୟୋଜନ ପାଇଁ ସବୁ ବିଭାଗର ସମନ୍ୱୟ ଉପରେ ଗୁରୁତ୍ୱ ଦିଆଯାଇଥିଲା। ତେବେ ଏହି ବୈଠକରେ କଟକ ମେୟର ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧ୍ୟ ଯୋଗ ଦେଇଥିଲେ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Baliyatra_1697203993.jpg)