Bolero Ttruck Accident
ବାରିପଦା ବାଙ୍ଗିରିପୋଷି ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବୋଲେରୋ ଓ ଟ୍ରକ୍ ମଧ୍ୟରେ ଧକ୍କା ହୋଇ ୩ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି। ଜଣେ ନାବାଳକ ଓ ନାବାଳିକା ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ଦୁର୍ଘଟଣାରେ ମୃତାହତ ସମସ୍ତେ ଗୋଟିଏ ପରିବାରର ବୋଲି ଅନୁମାନ କରାଯାଉଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)