Advertisment

ବୋଲେରୋକୁ ଚାପିଦେଲା ଟ୍ରକ୍‌, ଆଖି ଆଗରେ ଚାଲିଗଲା ୩ ଜୀବନ

ଦୁର୍ଘଟଣାରେ ମୃତାହତ ସମସ୍ତେ ଗୋଟିଏ ପରିବାରର ବୋଲି ଅନୁମାନ କରାଯାଉଛି।

Bolero Ttruck Accident

Bolero Ttruck Accident

Advertisment

ବାରିପଦା ବାଙ୍ଗିରିପୋଷି ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବୋଲେରୋ ଓ ଟ୍ରକ୍ ମଧ୍ୟରେ ଧକ୍କା ହୋଇ ୩ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି। ଜଣେ ନାବାଳକ ଓ ନାବାଳିକା ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ଦୁର୍ଘଟଣାରେ ମୃତାହତ ସମସ୍ତେ ଗୋଟିଏ ପରିବାରର ବୋଲି ଅନୁମାନ କରାଯାଉଛି।  

Advertisment
Road Accident
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ