Advertisment

ଫ୍ୟାମିଲି କୋର୍ଟରେ ହାଜର ହେଲେ ଅନୁଭବ ଓ ବର୍ଷା

ପୁଣି ଫ୍ୟାମିଲି କୋର୍ଟରେ ଅନୁଭବ ଓ ବର୍ଷା ହାଜର ହୋଇଛନ୍ତି। କଟକ ଫ୍ୟାମିଲି କୋର୍ଟରେ ଆଜି ହାଜର ହୋଇଥିଲେ ସାଂସଦ ଅନୁଭବ ମହାନ୍ତି, ତାଙ୍କ ସହ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ମଧ୍ୟ ହାଜର ହୋଇଥିଲେ। କୋର୍ଟର ମଧ୍ୟସ୍ଥତା କେନ୍ଦ୍ରରେ ଉଭୟ ହାଜର ହୋଇଥିଲେ।

ଅଦ୍ୟତନ ହୋଇଛି
ଫ୍ୟାମିଲି କୋର୍ଟରେ ହାଜର ହେଲେ ଅନୁଭବ ଓ ବର୍ଷା

barsh-anubhab

Advertisment

କଟକ: ପୁଣି ଫ୍ୟାମିଲି କୋର୍ଟରେ ଅନୁଭବ ଓ ବର୍ଷା ହାଜର ହୋଇଛନ୍ତି। କଟକ ଫ୍ୟାମିଲି କୋର୍ଟରେ ଆଜି ହାଜର ହୋଇଥିଲେ ସାଂସଦ ଅନୁଭବ ମହାନ୍ତି, ତାଙ୍କ ସହ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ମଧ୍ୟ ହାଜର ହୋଇଥିଲେ। କୋର୍ଟର ମଧ୍ୟସ୍ଥତା କେନ୍ଦ୍ରରେ ଉଭୟ ହାଜର ହୋଇଥିଲେ। କାଲି କଟକ ପୁରୀଘାଟ ଥାନାର ଦ୍ୱାରସ୍ଥ ହୋଇଥିଲେ ସାଂସଦ ଅନୁଭବ ମହାନ୍ତି। ଘରେ ହେଲମେଟ୍ ପିନ୍ଧା ଅଜଣା ଲୋକ ପଶୁଥିବା ନେଇ ଥାନାରେ ଲିଖିତ ଭାବେ ଅଭିଯୋଗ କରିଥିଲେ ଏହାପରେ ବର୍ଷା ମଧ୍ୟ ପୁରୀଘାଟ ଥାନାରେ ଅନୁଭବଙ୍କ ବିରୋଧରେ ପାଲଟା ଅଭିଯୋଗ କରିଥିଲେ।

Advertisment

ତେବେ ଗତକାଲି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ପୁଣିଥରେ ପୁରୀଘାଟ ଥାନାର ଦ୍ୱାରସ୍ଥ ହୋଇଥିବା ବେଳେ ଅନୁଭବ ମଧ୍ୟ ଅଭିଯୋଗ ଆଣି ଥାନାର ଦ୍ୱାରସ୍ଥ ହୋଇଥିଲେ।ସେ ରହୁଥିବା ଘର ଆଡ଼କୁ ମନ୍ଦ ଉଦ୍ଦେଶ୍ୟରେ ସିସିଟିଭି ଲଗାଯାଇଛି ବୋଲି ବର୍ଷା ଅଭିଯୋଗ କରିଥିବା ବେଳେ ଘରେ ଅଜଣା ଲୋକ ପଶୁଥିବା ନେଇ ଅନୁଭବ ଅଭିଯୋଗ କରିଥିଲେ। 

Advertisment
Odisha News MP Anubhav Mohanty Varsha Priyadarshini Cuttack
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ