/odishatv-khabar/media/post_attachments/uploadimage/library/16_9/16_9_0/IMAGE_1710500567.jpg)
violation of wildlife act
ମହଙ୍ଗା ପଡ଼ିବ ସୋସିଆଲ ମିଡିଆରେ ବନ୍ୟପ୍ରାଣୀଙ୍କ ସହ ଫଟୋଗ୍ରାଫ ଓ ସେଲ୍ଫି ପୋଷ୍ଟିଂ କରିବା । ଧରା ପଡ଼ିଲେ ଭୋଗିବାକୁ ପଡ଼ିବ ୭ ବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ । ସୋସିଆଲ ମିଡିଆରେ ଏଭଳି ଫଟୋଗ୍ରାଫ ଓ ସେଲଫି ପୋଷ୍ଟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଡ଼ା କାର୍ଯ୍ୟନୁଷ୍ଠାନ
ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ।
ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ।
Advertisment
ଏନେଇ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ସବୁ DFOଙ୍କ ସହ ନନ୍ଦନକାନନ ଓ ଶିମିଳିପାଳ ନିର୍ଦ୍ଦେଶକଙ୍କୁ ସେ ଚିଠି ଲେଖିଛନ୍ତି । ଏବେ ଅନେକ ଲୋକ ସୋସିଆଲ ମିଡିଆରେ ବନ୍ୟପ୍ରାଣୀଙ୍କ ସେଲଫି ଓ ଭିଡ଼ିଓ ପୋଷ୍ଟ କରୁଛନ୍ତି, ଯାହାକି ବନ୍ୟପ୍ରାଣୀ ଆଇନର ଉଲ୍ଲଘଂନ କରୁଛି ବୋଲି ସୁଶାନ୍ତ କହିଛନ୍ତି । ତେଣୁ ବନବିଭାଗ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)