Advertisment

ଯାଇଥିଲେ ଗାଧେଇବାକୁ;ଫେରିଲା ମୃତ ଦେହ

୨ ଶିଶୁଙ୍କ ସଲିଳ ସମାଧି । ପୋଖରୀରେ ଗାଧୋଉଥିବାବେଳେ ବୁଡିଗଲେ ୨ ଶିଶୁକନ୍ୟା । ମାଲକାନଗିରି ଚାଲାଣଗୁଡ଼ା ପଞ୍ଚାୟତର ମୁଣ୍ଡାଗୁଡ଼ା ଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା ।

undefined

TWO drowned to death

Advertisment

୨ ଶିଶୁଙ୍କ ସଲିଳ ସମାଧି । ପୋଖରୀରେ ଗାଧୋଉଥିବାବେଳେ ବୁଡିଗଲେ ୨ ଶିଶୁକନ୍ୟା । ମାଲକାନଗିରି ଚାଲାଣଗୁଡ଼ା ପଞ୍ଚାୟତର ମୁଣ୍ଡାଗୁଡ଼ା ଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା । ପୋଖରୀରେ ଗାଧୋଇଲା ବେଳେ ବୁଡ଼ିଯାଇ ୨ ଶିଶୁ ନିଖୋଜ ହୋଇଯାଇଥିଲେ ।

Advertisment

ସୂଚନା ଅନୁସାରେ, ଗତକାଲି ଚାଲାଣଗୁଡା ପଞ୍ଚାୟତର ମୁଣ୍ଡାଗୁଡା ଗାଁର ଆରସି ହାଲଵା ଓ ନନ୍ଦିନୀ ହାଲଵା ପୋଖରୀକୁ ଗାଧୋଇବାକୁ ଯାଇ ଫେରିନଥିଲେ । ୨ ଶିଶୁ ଗାଧୋଉଥିବା ନେଇ ଜଣେ ବ୍ୟକ୍ତି ତାଙ୍କ ପରିବାର ଲୋକଙ୍କୁ ସୂଚନା ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚିଥିଲେ । ଦୀର୍ଘ ସମୟ ଖୋଜାଖୋଜି ପରେ ଉଭୟଙ୍କ ମୃତଦେହ ମିଳିଥିଲା ।

Malkangiri Drowning Death
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ