Advertisment

ସେଲ୍ଫି ହେଲା କାଳ: ଗାଧୋଇବା ସମୟରେ ବୁଡ଼ି ଗଲେ ଯୁବକ

ଅନ୍ୟ ବନ୍ଧୁ ମାନେ ନଦୀ ପୀଠକୁ ଉଠି ଆସି ଚିତ୍କାର କରିଥିଲ। ଆଉ ଘଟଣା ସ୍ଥଳରେ ଅନେକ ଲୋକ ମାନେ ମଧ୍ୟ ରୁଣ୍ଡ ହୋଇ ଯାଇଥିଲେ। ତେବେ ଜଳେଶ୍ୱର ଦମକଳ ବାହିନୀ ଖବର ପାଇ ନଇରେ ଭିତରେ ସମ୍ପୃକ୍ତ ଯୁବକକୁ ଉଦ୍ଧାର କରିବା ପରେ ଜଳେଶ୍ୱରର ଜି କେ ଭଟ୍ଟ ହସ୍ପିଟାଲରେ ଭର୍ତ୍ତି କରିଥିଲେ। କିନ୍ତୁ ମେଡ଼ିକାଲରେ ଯୁବକଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଯୁବକ ଜଣକ ପଶ୍ଚିମବଙ୍ଗ ମେଦିନିପୁର ଜିଲ୍ଲା ଖଡ଼ଗପୁର ଥାନା ଗାନ୍ଧିନଗର ଗ୍ରାମର ସେକ ହେପାଜତ ହୁସେନଙ୍କ ପୁତ୍ର ସେକ ସରଫରାଜ ହୁସେନ(୧୭) ବୋଲି ଜଣା ପଡିଛି।

Death

Advertisment

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ଶେଖବାର୍ଡ ନିକଟରେ ଆଜି ଦିନ ୧୧ଟା ୪୫ ମିନିଟ ସମୟରେ ଏକ ଯୁବକ ଓ ତାର କେତେ ଜଣ ଘରୋଇ ସମ୍ପର୍କୀୟ ମାନେ ନଦୀକୁ ଗାଧୋଇବା ପାଇଁ ଆସିଥିଲେ। ଜଣେ ନଦୀର ଜଳ ଭିତରେ ପଶି ନିଜ ମୋବାଇଲରେ ସେଲ୍ଫି ନେଉଥିଲେ ଓ ତାର ବନ୍ଧୁ ମାନେ ମଧ୍ୟ ସେଲ୍ଫି ନେଉଥିଲ। ଆଉ ଏହି ସମୟରେ ଯୁବକ ଜଣକର ଗଭୀର ଜଳ ଭିତରକୁ ଗୋଡ଼ ଖସିଯିବାରୁ ସେ ବୁଡ଼ିଯାଇଥିଲେ।

Advertisment

ଅନ୍ୟ ବନ୍ଧୁ ମାନେ ନଦୀ ପୀଠକୁ ଉଠି ଆସି ଚିତ୍କାର କରିଥିଲ। ଆଉ ଘଟଣା ସ୍ଥଳରେ ଅନେକ ଲୋକ ମାନେ ମଧ୍ୟ ରୁଣ୍ଡ ହୋଇ ଯାଇଥିଲେ। ତେବେ ଜଳେଶ୍ୱର ଦମକଳ ବାହିନୀ ଖବର ପାଇ ନଇରେ ଭିତରେ ସମ୍ପୃକ୍ତ ଯୁବକକୁ ଉଦ୍ଧାର କରିବା ପରେ ଜଳେଶ୍ୱରର ଜି କେ ଭଟ୍ଟ ହସ୍ପିଟାଲରେ ଭର୍ତ୍ତି କରିଥିଲେ। କିନ୍ତୁ ମେଡ଼ିକାଲରେ ଯୁବକଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଯୁବକ ଜଣକ ପଶ୍ଚିମବଙ୍ଗ ମେଦିନିପୁର ଜିଲ୍ଲା ଖଡ଼ଗପୁର ଥାନା ଗାନ୍ଧିନଗର ଗ୍ରାମର ସେକ ହେପାଜତ ହୁସେନଙ୍କ ପୁତ୍ର ସେକ ସରଫରାଜ ହୁସେନ(୧୭) ବୋଲି ଜଣା ପଡିଛି।

Advertisment
Odisha Balasore
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ