Advertisment

ମହାନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

ମହାନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଛନ୍ତି । କାନପୁର ଥାନା ସୁଧାମାଳ ବ୍ରିଜ ଉପରୁ ମହାନଦୀକୁ ଡେଇଁ ଯୁବକଜଣକ ଆତ୍ମହତ୍ୟା କରିଛନ୍ତି ।

author-image
Otv Khabar Bureau
Youth Goes Missing After Jumping Into Mahanadi River From Sudhamal Bridge In Cuttack

Youth Goes Missing After Jumping Into Mahanadi River From Sudhamal Bridge In Cuttack

ନରସିଂହପୁର: ମହାନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଛନ୍ତି । କାନପୁର ଥାନା ସୁଧାମାଳ ବ୍ରିଜ ଉପରୁ ମହାନଦୀକୁ ଡେଇଁ ଯୁବକଜଣକ ଆତ୍ମହତ୍ୟା କରିଛନ୍ତି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଆତ୍ମହତ୍ୟା ଉଦ୍ୟମର କାରଣ ଅସ୍ପଷ୍ଟ ରହିଛି ।

Advertisment
Suicide Case
Advertisment
Advertisment