Youth Goes Missing After Jumping Into Mahanadi River From Sudhamal Bridge In Cuttack
Advertisment
ନରସିଂହପୁର: ମହାନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଛନ୍ତି । କାନପୁର ଥାନା ସୁଧାମାଳ ବ୍ରିଜ ଉପରୁ ମହାନଦୀକୁ ଡେଇଁ ଯୁବକଜଣକ ଆତ୍ମହତ୍ୟା କରିଛନ୍ତି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଆତ୍ମହତ୍ୟା ଉଦ୍ୟମର କାରଣ ଅସ୍ପଷ୍ଟ ରହିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us