ଦିଲ୍ଲୀ ମୁଣ୍ଡକା ମେଟ୍ରୋ ଷ୍ଟେସନରେ ବଡ଼ ଧରଣର ଅଗ୍ନିକାଣ୍ଡ। ଷ୍ଟେସନର ବହୁ ତଳ କୋଠାରେ ନିଆଁ ଲାଗି ୨୬ରୁ ଅଧିକ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି। ପଶ୍ଚିମ ଦିଲ୍ଲୀର ମୁଣ୍ଡକା ମେଟ୍ରୋ ଷ୍ଟେସନରେ ଏକ ବହୁତଳ କୋଠାର ୫୪୪ ନମ୍ବର ପିଲାର୍ରେ ପ୍ରଥମ ନିଆଁ ଲାଗିଥିଲା। ଅପରାହ୍ଣ ୪ଟା ୪୦ ମିନିଟ୍ ନିଆଁ ଲାଗିବା ପରେ ଦ୍ରୁତଗତିରେ ଅନ୍ୟ ଅଞ୍ଚଳକୁ ବ୍ୟାପିଯାଇଥିଲା।
#WATCH | Fire near Mundka metro station, Delhi: 1 woman dead in the fire. Rescue operation continues with about 15 fire tenders at the spot, as per DCP Sameer Sharma, Outer district pic.twitter.com/okHUjGE7cn
— ANI (@ANI) May 13, 2022
ତେବେ ମୃତ୍ୟୁ ସଂଖ୍ୟା ଆହୁରି ବଢିବାର ଆଶଙ୍କା କରାଯାଉଛି।
#WATCH | Fire near Mundka metro station, Delhi: 1 woman dead in the fire. Rescue operation continues with about 15 fire tenders at the spot, as per DCP Sameer Sharma, Outer district pic.twitter.com/okHUjGE7cn
— ANI (@ANI) May 13, 2022
ଦିଲ୍ଲୀ ଅଗ୍ନିକାଣ୍ଡକୁ ନେଇ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପ୍ରତି ସେ ସମବେଦନା ଜଣାଇଛନ୍ତି।
Extremely saddened by the loss of lives due to a tragic fire in Delhi. My thoughts are with the bereaved families. I wish the injured a speedy recovery.
— Narendra Modi (@narendramodi) May 13, 2022
Distressed by the tragic fire accident at a building near Mundka Metro Station in Delhi. My condolences to the bereaved families. I wish for speedy recovery of the injured.
— President of India (@rashtrapatibhvn) May 13, 2022
ଦିଲ୍ଲୀ ଅଗ୍ନିକାଣ୍ଡକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଦୁଃଖ ପ୍ରକାଶ କରିଛନ୍ତି।
Shocked and pained to know abt this tragic incident. I am constantly in touch wid officers. Our brave firemen are trying their best to control the fire and save lives. God bless all. https://t.co/qmL43Qbd88
— Arvind Kejriwal (@ArvindKejriwal) May 13, 2022