ଅଦ୍ୟତନ ହୋଇଛି
6 Dead After A Car Mowed Down People In Gujarat
Advertisment
ରାସ୍ତାରେ ଯାଉଥିବା ଲୋକଙ୍କ ଉପରେ ମାଡ଼ିଗଲା କାର୍। ଏଥିରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଛନ୍ତି। ଆଜି ସକାଳେ ଗୁଜରାଟ ଅରାବଲ୍ଲି ଜିଲ୍ଲା ଅମ୍ବାଜିରେ ଏହି ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଆହତଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।
Advertisment
ସୂଚନା ଅନୁସାରେ, ଦ୍ରୁତ ଗତିରେ ଥିବା ଏକ କାର୍ ଅରାବଲ୍ଲି ଜିଲ୍ଲା ଅମ୍ବାଜି ନିକଟରେ ପଥଚାରୀଙ୍କ ଉପରେ ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଛନ୍ତି।
ଖବରପାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲ୍ରେ ଭର୍ତ୍ତି କରିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/____1662091209.jpg)