Advertisment

Maoists Held in Sukma: ଭୁଶୁଡ଼ୁଛି ମାଓ ଗଡ଼, ୬ ଜଣ ହାଡକୋର୍ ମାଓବାଦୀ ଗିରଫ…

ଛତିଶଗଡ଼ ସୀମାନ୍ତ ସୁକୁମା ଜିଲ୍ଲାରେ ପୋଲିସକୁ ମିଳିଛି ବଡ଼ ସଫଳତା। କମ୍ବିଂ ଅପରେସନ ବେଳେ ସୁରକ୍ଷାକର୍ମୀଙ୍କ ହାତରେ ଧରା ପଡ଼ିଛନ୍ତି ୬ ଜଣ ହାଡକୋର୍ ମାଓବାଦୀ।

ଅଦ୍ୟତନ ହୋଇଛି
Maoists Held in Sukma

Maoists Held in Sukma

Advertisment

ଭୁଶୁଡ଼ୁଛି ମାଓ ଗଡ଼ଛତିଶଗଡ଼ ସୀମାନ୍ତ ସୁକୁମା ଜିଲ୍ଲାରେ ପୋଲିସକୁ ମିଳିଛି ବଡ଼ ସଫଳତାକମ୍ବିଂ ଅପରେସନ ବେଳେ ସୁରକ୍ଷାକର୍ମୀଙ୍କ ହାତରେ ଧରା ପଡ଼ିଛନ୍ତି ୬ ଜଣ ହାଡକୋର୍ ମାଓବାଦୀଏମାନଙ୍କ ମଧ୍ୟରେ ଦୁଇ ଜଣଙ୍କ ମୁଣ୍ଡରେ ଲକ୍ଷେ ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିଲାକୋଣ୍ଟା ଥାନା ଅଞ୍ଚଳରୁ ୨ ଜଣ ମାଓବାଦୀଙ୍କୁ ଗିରଫ କରାଯାଇଥିବାବେଳେ ବେଜି ଥାନା ଅଞ୍ଚଳରୁ ୪ ଜଣଙ୍କୁ ଗିରଫ କରାଯାଇଛିଏମାନଙ୍କ ପାଖରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି

Advertisment

ଡିଆରଜି ଓ ସିଆରପିଏଫ ବାହିନୀର ମିଳିତ ଅପରେସନ ବେଳେ ଏହି ୬ ମାଓବାଦୀଙ୍କୁ ଗିରଫ କରାଯାଇଛିଗିରଫ ମାଓବାଦୀ ମାନେ ହେଲେ କୁଞ୍ଜାମ ମୁକା, ମାଡଭି ମୁଇୟା, ସୋଡି ଚନ୍ଦ୍ରୁ, ମୁଚାକି ଲଖମା, ସୋଡି ଦେବା ଓ ସିଙ୍ଗା ସୋଡ଼ିଗିରଫ ପରେ ଜଙ୍ଗଲ ଭିତରୁ ୩ କିଲୋଗ୍ରାମ ଓଜନର ଗୋଟିଏ ଟିଫିନ୍ ବୋମା, ୭ ମିଟର କୋଡେକ୍ସ ତାର, ୧୫ ମିଟର ବୈଦ୍ୟୁତିକ ତାର, ୫ଟି ଡିଟୋନିଟର୍ ଜବତ କରାଯାଇଛି

ଅଧିକ ପଢ଼ନ୍ତୁ: କଂଗ୍ରେସ ସଭା ପାଇଁ କୋହଳ, ଜନତାଙ୍କ ପାଇଁ କଠୋର କାହିଁକି

 
Maoists Maoist
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ