/odishatv-khabar/media/post_attachments/uploadimage/library/16_9/16_9_0/IMAGE_1703993443.jpg)
Globe Factory, Firemishap
ମହାରାଷ୍ଟ୍ରର ସମ୍ଭାଜୀନଗରରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁରେ ପୋଡି ହୋଇ ୬ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ବିଳମ୍ବିତ ରାତିରେ ଶ୍ରମିକମାନେ ସମ୍ଭାଜୀ ନଗରରେ ଥିବା ଗ୍ଲୋଭସ ଫ୍ରାକ୍ଟ୍ରିରେ ଶୋଇଥିବା ବେଳେ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ନିଆଁ ଚାରିଆଡେ ବ୍ୟାପିଯାଇଥିଲା। ନିଆଁ ଏତେ ଭୟଙ୍କର ଥିଲା ଯେ ୬ଜଣ ଶ୍ରମିକ ପୋଡିଯାଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)