/odishatv-khabar/media/post_attachments/uploadimage/library/16_9/16_9_0/IMAGE_1661399089.jpg)
9 People Killed In Jeep Truck Collision In Karnataka
ଟ୍ରକ୍ ସହ ଜିପ୍ ଧକ୍କା ହେବା ଯୋଗୁ ୯ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୧ ଜଣ ଗୁରୁତର ଆହତ ହୋଇଛନ୍ତି। କର୍ଣ୍ଣାଟକର ତୁମାକୁରୁ ଜିଲ୍ଲାରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ୩ ଜଣ ଶିଶୁ ଅଛନ୍ତି।
Advertisment
ସୂଚନା ଅନୁସାରେ, ଶ୍ରମିକମାନେ ବେଙ୍ଗାଲୁରୁ ଯାଉଥିବା ବେଳେ ସିରା ନିକଟ NHରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଖବରପାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
Karnataka | Nine people, including three children, died and 11 injured after a jeep collided with a truck on National Highway near Sira, Tumakuru district. All of them were daily wage workers, labourers coming towards Bengaluru. SP Rahul Kumar Shahpurwad visited the spot: Police
— ANI (@ANI) August 25, 2022
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)