• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ଟ୍ରେନ୍ ଟିକେଟ ଆଡଭାନ୍ସ ବୁକିଂ ସମୟ ସୀମା ହ୍ରାସ କଲା ରେଲୱେ । ଏଣିକି ୪ ମାସ ନୁହେଁ, ୨ ମାସ ପୂର୍ବରୁ କରିହେବ ଆଡଭାନ୍ସ ବୁକିଂ । ସମୟ ସୀମା ହ୍ରାସ ନେଇ ରେଲୱେ ବୋର୍ଡ ପକ୍ଷରୁ ଚିଠି କରି ସୂଚନା ଦିଆଯାଇଛି । ତେବେ ବିଦେଶୀ ପର୍ଯ୍ୟଟକଙ୍କ ପାଇଁ ନିୟମରେ କୌଣସି ପରିବର୍ତ୍ତନ ହେବ ନାହିଁ । ବିଦେଶୀ ପର୍ଯ୍ୟଟକମାନେ ୩୬୫ ଦିନ ପୂର୍ବରୁ ଆଡଭାନ୍ସ ବୁକିଂ କରିପାରିବେ । ଏହି ନୂଆ ନିୟମ ନଭେମ୍ବର ୧ରୁ ଲାଗୁ ହେବ ।

OTV is now on Whatsapp

Join and get latest news update delivered to you via whatsapp

Join Now