Advertisment

India-Pakistan Tensions on High Alert: ଉତ୍ତରାଖଣ୍ଡରେ ହାଇଆଲର୍ଟ ; ଡାକ୍ତର,ସବୁ କର୍ମଚାରୀଙ୍କ ଛୁଟି ବାତିଲ

ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ତୀବ୍ର ହେବାରେ ଲାଗିଛି। ସୀମାନ୍ତ ରାଜ୍ୟ ଗୁଡ଼ିକ ପାକିସ୍ତାନ ଡ୍ରୋନ ଓ ମିସାଇଲ ମାଧ୍ୟମରେ ଆଟାର୍କ କରୁଛି। ଭାରତୀୟ ସେନା ମଧ୍ୟ ଏହାର ମୁହଁତୋଡ଼ ଜବାବ ଦେଉଛନ୍ତି। ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ତୀବ୍ର ହେଉଥିବାରୁ ବିଭିନ୍ନ ରାଜ୍ୟକୁ ହାଇଆଲର୍ଟ କରାଯାଇଛି।

ଅଦ୍ୟତନ ହୋଇଛି
uttarakhand

ଅଧିକ ପଢ଼ନ୍ତୁ: କିପରି ଧ୍ୱସ୍ତବିଧ୍ୱସ୍ତ ହୋଇଥିଲା ପାକିସ୍ତାନର ମୁରିଦକେ ଅଞ୍ଚଳ; ସାମ୍ନାକୁ ଆସିଲା ସାଟେଲାଇଟ୍ ଇମେଜ୍

ସେହିପରି ଭାବରେ ଯୁଦ୍ଧ ସ୍ଥିତିକୁ ଦୃଷ୍ଟିରେ ରଖି ଉତ୍ତରାଖଣ୍ଡରେ ହାଇଆଲର୍ଟ ଜାରି କରାଯାଇଛି।ଉତ୍ତରାଖଣ୍ଡରେ ସବୁ ହସ୍ପିଟାଲ ପାଇଁ ହାଇଆଲର୍ଟ ଜାରି କରିଛନ୍ତି ରାଜ୍ୟ ସରକାର। ଡାକ୍ତର ଓ ସବୁ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ୧୨ ହଜାର ହସ୍ପିଟାଲ ବେଡ୍‌ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

Advertisment

ପହଲଗାମ ଆତଙ୍କୀ ଆକ୍ରମଣ ପରେ ପ୍ରତିଶୋଧ ନେଇଥିଲା ଭାରତ। ପାକିସ୍ତାନ ଉପରେ କରିଥିଲା ଏୟାରଷ୍ଟ୍ରାଇକ। ଏହା ପରେ ପାକିସ୍ତାନ ଉପରେ ଘନ ଘନ ଆକ୍ରମଣ କରୁଛି ଭାରତ। ଭାରତର ୨ ଦିନ ଡ୍ରୋନ ଆଟାର୍କରେ ପାକିସ୍ତାନରେ ହୋଇଛି ବହୁତ କ୍ଷତି। କିପରି ବଞ୍ଚିବ ଏଥିପାଇଁ ଡାକିଲାଣି ତ୍ରାହି ତ୍ରାହି। 

ଅଧିକ ପଢ଼ନ୍ତୁ: ଭାରତ-ପାକିସ୍ତାନ ସ୍ଥିତିକୁ ନେଇ ଚିନ୍ତା ପ୍ରକଟ କଲେ ଟ୍ରମ୍ପ; କହିଲେ- ଯେସାକୁ ତେସା ନୀତି

Advertisment
Pakistan Uttarakhand Operation Sindoor
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ