/odishatv-khabar/media/post_attachments/uploadimage/library/16_9/16_9_0/IMAGE_1699157379.jpg)
Delhi Pollution
ବିଷ ବଳୟରୁ ରାଜଧାନୀ ଦିଲ୍ଲୀକୁ ନାହିଁ ନିସ୍ତାର । ଆଜି ମଧ୍ୟ କ୍ୟାପିଟାଲ ସିଟିରେ ଭୀଷଣ ପ୍ରଦୂଷଣ । ଏୟାର କ୍ୱାଲିଟି ଇଣ୍ଡେକ୍ସ ନିମ୍ନସ୍ତରକୁ ଖସୁଥିବାରୁ ଧୂଳି ଓ ଧୂଆଁରେ ଅଣନିଶ୍ୱାସୀ ହୋଇଯାଉଛନ୍ତି ଦିଲ୍ଲୀବାସୀ । ସ୍ଥିତି ନିୟନ୍ତ୍ରଣ ଲାଗି ବିଭିନ୍ନ କଟକଣା ଲଗାଇଛନ୍ତି ଦିଲ୍ଲୀ ସରକାର। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଦିଲ୍ଲୀରେ ନିର୍ମାଣ କାମ ବ୍ୟାନ୍ କରାଯାଇଛି। ନିର୍ମାଣ ଓ ଭଙ୍ଗାଭଙ୍ଗି କାମ ବନ୍ଦ ରଖିବାକୁ ନିର୍ଦ୍ଦେଶ ଜାରି ହୋଇଛି।
#ବିଷ_ବଳୟରୁ_ରାଜଧାନୀ_ଦିଲ୍ଲୀକୁ_ନାହିଁ_ନିସ୍ତାର
ବିଷ ବଳୟରୁ ରାଜଧାନୀ ଦିଲ୍ଲୀକୁ ନାହିଁ ନିସ୍ତାର। ଆଜି ମଧ୍ୟ କ୍ୟାପିଟାଲ ସିଟିରେ ଭୀଷଣ ପ୍ରଦୂଷଣ । ଏୟାର କ୍ୱାଲିଟି ଇଣ୍ଡେକ୍ସ ନିମ୍ନସ୍ତରକୁ ଖସୁଥିବାରୁ ଧୂଳି ଓ ଧୂଆଁରେ ଅଣନିଶ୍ୱାସୀ ହୋଇଯାଉଛନ୍ତି ଦିଲ୍ଲୀବାସୀ।#India#Delhi#Pollution#OTVpic.twitter.com/phNzVuxAYE— ଓଟିଭି (@otvkhabar) November 5, 2023
କେବଳ ରେଳ, ଏୟାରପୋର୍ଟ, ହସ୍ପିଟାଲରେ ନିର୍ମାଣ କାର୍ଯ୍ୟକୁ ଅନୁମତି ମିଳିଛି। ଏଥିସହ ଡିଜେଲ୍ ଚାଳିତ ବସ୍ ଓ ଟ୍ରକ୍ ପ୍ରବେଶ ଉପରେ ମଧ୍ୟ କଟକଣା ଲାଗିଛି । ଦିଲ୍ଲୀରେ ଭୟଙ୍କର ବାୟୁ ପ୍ରଦୂଷଣ ଯୋଗୁଁ ମୁହଁ ଫେରାଇ ନେଉଛନ୍ତି ପର୍ଯ୍ୟଟକ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)