Advertisment

ଅରୁଣାଚଳ ପ୍ରଦେଶରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଅରୁଣାଚଳ ପ୍ରଦେଶରେ ଆଜି ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଅତ୍ୟନ୍ତ ଦୁର୍ଗମ ଅଞ୍ଚଳରେ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି।

ଅଦ୍ୟତନ ହୋଇଛି
Helicopter Crash in Arunachal Pradesh

Army Helicopter Crashes In Arunachal Pradesh

Advertisment

ଅରୁଣାଚଳ ପ୍ରଦେଶର ଉପେର ସିଆଙ୍ଗ ଜିଲ୍ଲାରେ ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁସାରେ, ଉପେର ସିଆଙ୍ଗ ଜିଲ୍ଲାର ମିଙ୍ଗିଙ୍ଗ୍‌ ଗାଁରେ ହେଲିକପ୍ଟରଟି ଆଜି ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି। ଅତ୍ୟନ୍ତ ଦୁର୍ଗମ ଅଞ୍ଚଳରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଦୁର୍ଘଟଣା ଘଟିଥିବା ସ୍ଥାନକୁ କୌଣସି ରାସ୍ତା ସଂଯୋଗ ନାହିଁ। ଘଟଣାସ୍ଥଳକୁ ଉଦ୍ଧାରକାରୀ ଟିମ୍ ପଠାଯାଇଛି। 

Advertisment

ଅଧିକ ପଢ଼ନ୍ତୁ: ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଚଳିତ ବର୍ଷ ଅକ୍ଟୋବରରେ ଅରୁଣାଚଳପ୍ରଦେଶରେ ଏହା ହେଉଛି ଦ୍ୱିତୀୟ ହେଲିକପ୍ଟର ଦୁର୍ଘଟଣା। ଏହା ପୂର୍ବରୁ ତାୱାଙ୍ଗ ନିକଟରେ Cheetah ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଜଣେ ପାଇଲଟ୍‌ଙ୍କ ଜବୀନ ଚାଲି ଯାଇଥିବା ବେଳେ ଅଧିକାଂଶ ଆହତ ହୋଇଥିଲେ।

Helicopter Crash
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ