BJP
ନୂଆଦିଲ୍ଲୀ: ବିଜେପି ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟଙ୍କ ନୂଆ ତାଲିକା ଘୋଷଣା ହୋଇଛି। ଜାତୀୟ କାର୍ଯ୍ୟକାରିଣୀ କମିଟିର ସଦସ୍ୟ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ,ମୂରଲୀ ମନୋହର ଯୋଶୀଙ୍କ ସମେତ ଅମିତ ଶାହା ଓ ରାଜନାଥ ସିଂ ପ୍ରମୁଖ ରହିଛନ୍ତି। ଏହି ତାଲିକାରେ ଓଡ଼ିଶାର ୩ ନେତା ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ଜୁଏଲ ଓରାମ ସ୍ଥାନ ପାଇଛନ୍ତି। ସେହିପରି ୩୫ଜଣ ଦଳର ଜାତୀୟ ପଦାଧିକାରୀ, ୫୦ଜଣ ସ୍ୱତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଓ ୧୭୯ଜଣ ସ୍ଥାୟୀ ସଦସ୍ୟ ଭାବେ କାର୍ଯ୍ୟକାରିଣୀରେ ସ୍ଥାନ ପାଇଛନ୍ତି।
Also Read
ସେଥିରେ ଓଡ଼ିଶାରୁ ଅଛନ୍ତି ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର ଓ ଅପରାଜିତା ଷଡ଼ଙ୍ଗୀ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ରାଜ୍ୟ ସଂଗଠନ ସଂପାଦକ ମାନସ ମହାନ୍ତି, ସାଂସଦ ବସନ୍ତ ପଣ୍ଡା, ବିଧାନସଭାରେ ବିରୋଧୀଦଳ ନେତା ପ୍ରଦୀପ୍ତ ନାଏକ ପ୍ରମୁଖ।
ଆହୁରି ପଢ଼ନ୍ତୁ : ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ କମିଟିରୁ ମାନେକା, ବରୁଣ ଆଉଟ୍
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/BJP_1633602063.jpg)