/odishatv-khabar/media/post_attachments/uploadimage/library/16_9/16_9_0/IMAGE_1701859232.jpg)
New CM In 3 States
୩ ରାଜ୍ୟରେ ନୂଆ ଚେହେରାଙ୍କୁ ମୁଖ୍ୟମନ୍ତ୍ରୀ କରିପାରେ ବିଜେପି। ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼ରେ ହୋଇପାରନ୍ତି ନୂଆ ମୁଖ୍ୟମନ୍ତ୍ରୀ। ଏହି ୩ ରାଜ୍ୟରେ ନୂଆ ମୁହଁକୁ ସୁଯୋଗ ଦେଇପାରେ ବିଜେପି । ଏନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜାରି ରହିଛି। ଯାହାଫଳରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, ରାଜସ୍ଥାନ ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ଓ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂ ମୁଖ୍ୟମନ୍ତ୍ରୀ ହେବା ରେସ୍ରୁ ଏକ ପ୍ରକାର ଆଉଟ୍ ହୋଇଯାଇଛନ୍ତି। ୨୦୨୪ ଲୋକସଭା ନିର୍ବାଚନକୁ ନେଇ ବିଜେପି ନୂଆ ଚେହେରାଙ୍କୁ ମୁଖ୍ୟମନ୍ତ୍ରୀ କରିପାରେ ବୋଲି ଚର୍ଚ୍ଚା ହେଉଛି।
#ନୂଆ_ଚେହେରା_ହେବେ_ମୁଖ୍ୟମନ୍ତ୍ରୀ
-୩ ରାଜ୍ୟରେ ନୂଆ ଚେହେରାଙ୍କୁ ମୁଖ୍ୟମନ୍ତ୍ରୀ କରିବ ବିଜେପି
-ରାଜସ୍ଥାନ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼କୁ ନେଇ ଜୋରଦାର ଚର୍ଚ୍ଚା
-ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଦଳରେ ନୂଆ ଚେହେରା ସାମ୍ନାକୁ ଆସିବେ#BJP#NewCM#MadhyPradesh#Rajasthan#Chattisgarh#OTVpic.twitter.com/FASN66Htki— ଓଟିଭି (@otvkhabar) December 6, 2023
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)