ଅଦ୍ୟତନ ହୋଇଛି
New CM In 3 States
Advertisment
୩ ରାଜ୍ୟରେ ନୂଆ ଚେହେରାଙ୍କୁ ମୁଖ୍ୟମନ୍ତ୍ରୀ କରିପାରେ ବିଜେପି। ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼ରେ ହୋଇପାରନ୍ତି ନୂଆ ମୁଖ୍ୟମନ୍ତ୍ରୀ। ଏହି ୩ ରାଜ୍ୟରେ ନୂଆ ମୁହଁକୁ ସୁଯୋଗ ଦେଇପାରେ ବିଜେପି । ଏନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜାରି ରହିଛି। ଯାହାଫଳରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, ରାଜସ୍ଥାନ ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ଓ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂ ମୁଖ୍ୟମନ୍ତ୍ରୀ ହେବା ରେସ୍ରୁ ଏକ ପ୍ରକାର ଆଉଟ୍ ହୋଇଯାଇଛନ୍ତି। ୨୦୨୪ ଲୋକସଭା ନିର୍ବାଚନକୁ ନେଇ ବିଜେପି ନୂଆ ଚେହେରାଙ୍କୁ ମୁଖ୍ୟମନ୍ତ୍ରୀ କରିପାରେ ବୋଲି ଚର୍ଚ୍ଚା ହେଉଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1701859232.jpg)