/odishatv-khabar/media/post_attachments/uploadimage/library/16_9/16_9_0/IMAGE_1643698562.jpg)
Income Tax Return
ବଜେଟ୍ରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଟିକସ ବ୍ୟବସ୍ଥା ସମ୍ପର୍କରେ ଘୋଷଣା କରିଛନ୍ତି। କୌଣସି ଟିକସଦାତା ଆୟ ଘୋଷଣାରେ ତ୍ରୁଟି କରିଥିଲେ ସୁଧାରି ପାରିବେ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ କହିଛନ୍ତି। କୋର୍ଟ ଝମେଲାରୁ ବର୍ତ୍ତିବା ପାଇଁ ପୁଣି ଥରେ ଘୋଷଣା କରିପାରିବେ ବୋଲି ସେ କହିଛନ୍ତି।
Advertisment
- ୨ ବର୍ଷ ମଧ୍ୟରେ ସାନି ଆୟକର ରିଟର୍ଣ୍ଣ ଦାଖଲ କରିପାରିବେ ଟିକସଦାତା
- NPS(National Pension System) ପାଇଁ ରାଜ୍ୟ ସରକାରୀ କର୍ମଚାରୀଙ୍କ ଠାରୁ୧୪% କଟିବ
- ପୂର୍ବରୁ କେନ୍ଦ୍ର କର୍ମଚାରୀଙ୍କ ୧୪%, ରାଜ୍ୟ କର୍ମଚାରୀଙ୍କ ୧୦% କଟୁଥିଲା
- କୋ-ଅପରେଟିଭ ସୋସାଇଟି ଟ୍ୟାକ୍ସ ୧୮%ରୁ କମି ୧୫% ହେଲା
- କର୍ପୋରେଟ ସର୍ଚାର୍ଜ ୧୨%ରୁ ହ୍ରାସ ପାଇ ୭% ହେଲା
- ଜାନୁଆରୀ ୨୦୨୨ ସୁଦ୍ଧା ରେକର୍ଡ ୧.୫୯ ଲକ୍ଷ କୋଟି GST ସଂଗ୍ରହ
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)