Advertisment

ଆୟକର ସ୍ଲାବ୍ ଅପରିବର୍ତ୍ତିତ, IT ରିଟର୍ଣ୍ଣ ସୁଧାରିବାକୁ ୨ ବର୍ଷ ମହଲତ

ଅପରିବର୍ତ୍ତିତ ରହିଲା ଆୟକର(Income Tax) ସ୍ଲାବ୍। ଚଳିତ ବର୍ଷ ବି କେନ୍ଦ୍ରୀୟ ବଜେଟ୍‌ରେ ଆୟକର ସୀମାରେ କୌଣସି ପରିବର୍ତ୍ତନ ହୋଇନି।

ଅଦ୍ୟତନ ହୋଇଛି
Income Tax Unchanged

Income Tax Unchanged

Advertisment

ଅପରିବର୍ତ୍ତିତ ରହିଲା ଆୟକର(Income Tax) ସ୍ଲାବ୍। ଚଳିତ ବର୍ଷ ବି କେନ୍ଦ୍ରୀୟ ବଜେଟ୍‌ରେ ଆୟକର ସୀମାରେ କୌଣସି ପରିବର୍ତ୍ତନ ହୋଇନି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ବଜେଟ୍ ଉପସ୍ଥାପନ କରିଥିଲେ। ଚିରାଚରିତ ବହି ଖାତା ବଦଳରେ ଏଥର ଟ୍ୟାବଲେଟ୍‌ରେ ବଜେଟ୍ ଉପସ୍ଥାପନ କରିଥିଲେ।

Advertisment

ଏଥରକୁ ମିଶାଇ ଲଗାତାର ୨ ବର୍ଷ ଧରି ଟିକସ ସ୍ଲାବ୍‌ରେ କୌଣସି ପରିବର୍ତ୍ତନ ହୋଇନି। କୌଣସି ଟିକସଦାତା ଆୟ ଘୋଷଣାରେ ତ୍ରୁଟି କରିଥିଲେ ସୁଧାରି ପାରିବେ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ କହିଛନ୍ତି। କୋର୍ଟ ଝମେଲାରୁ ବର୍ତ୍ତିବା ପାଇଁ ପୁଣି ଥରେ ଘୋଷଣା କରିପାରିବେ ବୋଲି ସେ କହିଛନ୍ତି।

୨ ବର୍ଷ ମଧ୍ୟରେ ସାନି ଆୟକର ରିଟର୍ଣ୍ଣ ଦାଖଲ କରିପାରିବେ ଟିକସଦାତା। ସେହିପରି NPS(National Pension System) ପାଇଁ ରାଜ୍ୟ ସରକାରୀ କର୍ମଚାରୀଙ୍କ ଠାରୁ୧୪% କଟିବ

Advertisment
Income Tax Budget 2022
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ