Advertisment

ବଜେଟରେ ରେଳ ପାଇଁ ୨.୪୦ ଲକ୍ଷ କୋଟି ଟଙ୍କା ଘୋଷଣା

ବଜେଟରେ ରେଳ ପାଇଁ ୨.୪୦ ଲକ୍ଷ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ଏଯାଏ ଏତେ ପରିମାଣରୁ ପୁଞ୍ଜି କେବେ ହେଲେ ରେଳବାଇ ପାଇଁ ଘୋଷଣା ହୋଇ ନଥିଲା।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Nirmala Sitharaman Announces Rs 2.4 Lakh Crore For Railways

Nirmala Sitharaman Announces Rs 2.4 Lakh Crore For Railways

କେନ୍ଦ୍ର ବଜେଟ ଉପସ୍ଥାପନ ବେଳେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଡ଼ ଘୋଷଣା କରିଛନ୍ତି। ବଜେଟରେ ରେଳ ପାଇଁ ୨.୪୦ ଲକ୍ଷ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ଏଯାଏ ଏତେ ପରିମାଣରୁ ପୁଞ୍ଜି କେବେ ହେଲେ ରେଳବାଇ ପାଇଁ ଘୋଷଣା ହୋଇ ନଥିଲା। ସେହିପରି ଏହି ବଜେଟ୍‌ ବର୍ଷ ୨୦୧୩-୧୪ ତୁଳନାରେ ୯ ଗୁଣ ଅଧିକ।

Advertisment

ଅଧିକ ପଢ଼ନ୍ତୁ: ବଜେଟରେ ବଡ ଘୋଷଣା : କ’ଣ ଶସ୍ତା, କ’ଣ ମହଙ୍ଗା ?

ରେଲ୍‌ୱେ ବଜେଟ ହାଇଲାଇଟ୍ସ(Railway Budget Highlights)...

  • ଅନେକ ନୂଆ ଟ୍ରେନ ଓ ରେଳ ଲାଇନ ଆରମ୍ଭ କରିବାକୁ କେନ୍ଦ୍ର ସରକାରଙ୍କ ଲକ୍ଷ୍ୟ
  • ପିଏମ୍‌ ଗତି ଶକ୍ତି ଓ ନ୍ୟାସନାଲ ଲଜିଷ୍ଟିକ ନୀତି ଦ୍ୱାରା ଭାରତୀୟ ରେଳବାଇ ତା’ର ସେବାକୁ ତ୍ୱାରାନ୍ୱିତ କରୁଛି
  • ୨୦୨୩ ଆର୍ଥିକ ବର୍ଷରେ ରେଳବାଇ ୧.୩୭ ଲକ୍ଷ କୋଟି ଟଙ୍କାର ବଜେଟ ସମର୍ଥନ ପାଇଥିବା ବେଳେ ରାଜସ୍ୱ ଖର୍ଚ୍ଚ ବାବଦରେ ୩,୨୬୭ କୋଟି ପାଇଛି। ଏହା ଗତବର୍ଷ ତୁଳନାରେ ୧୭% ଅଧିକ।
Budget Session Union Budget
Advertisment
Advertisment