PM MODI
Advertisment
ଆଉ ୫ ବର୍ଷ ମାଗଣା ଚାଉଳ । କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଆଉ ୫ ବର୍ଷ ମାଗଣା ଚାଉଳ ଦେବାକୁ କ୍ୟାବିନେଟ୍ର ମଞ୍ଜୁରୀ । ୨୦୨୮ ଡିସେମ୍ବର ଯାଏଁ ମାଗଣା ଚାଉଳ ଯୋଗାଇବ କେନ୍ଦ୍ର । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ଅବଧି ବଢ଼ିଲା । ଉପକୃତ ହେବେ ପ୍ରାୟ ୮୧ କୋଟି ହିତାଧିକାରୀ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/PM_MODI__1701255908.jpg)