Advertisment

Census 2027: ୨୦୨୭ ମାର୍ଚ୍ଚ ୧ରୁ ଜନଗଣନା, ସେନସସ୍‌ରେ ସ୍ଥାନ ପାଇବ ଜାତି ଓ ଉପଜାତିର ସବୁ ତଥ୍ୟ

ଏହି ଜନଗଣନାରେ ସାମାଜିକ ଓ ଅର୍ଥନୈତିକ ବିବରଣୀ ସହ ଜାତି ଓ ଉପଜାତି ତଥ୍ୟ ମଧ୍ୟ ସ୍ଥାନ ପାଇବ ବୋଲି ସୂଚନା ମିଳିଛି । ଦେଶରେ ଜନଗଣନା ଶେଷ ଥର ପାଇଁ ୨୦୧୧ରେ ହୋଇଥିବା ବେଳେ, ଦୀର୍ଘ ୧୬ ବର୍ଷ ପରେ ଏହା ପୁଣି ହେବାକୁ ଯାଉଛି ।

Census

Census

Advertisment

୨୦୨୭ ମାର୍ଚ୍ଚ ୧ରୁ ଆରମ୍ଭ ହେବ ଜନଗଣନା। ଦେଶରେ ଜନଗଣନା ୨ଟି ପର୍ଯ୍ୟାୟରେ ହେବ। ତେବେ ତୁଷାରପାତ ହେଉଥିବା ରାଜ୍ୟ ଗୁଡ଼ିକରେ ୨୦୨୬ ଅକ୍ଟୋବରରେ ଆରମ୍ଭ ହେବ ଜନଗଣନା। ଲଦାଖ କେନ୍ଦ୍ର ଶାସିତ ଅଞ୍ଚଳ ସହିତ ଜମ୍ମୁ-କାଶ୍ମୀର, ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡର ତୁଷାରପାତ ହେଉଥିବା ଅଞ୍ଚଳ ଗୁଡ଼ିକରେ ୨୦୨୬ ଅକ୍ଟୋବର ୧ରୁ ଜନଗଣନା ଆରମ୍ଭ ହେବ ।

Advertisment

ଏହି ଜନଗଣନାରେ ସାମାଜିକ ଓ ଅର୍ଥନୈତିକ ବିବରଣୀ ସହ ଜାତି ଓ ଉପଜାତି ତଥ୍ୟ ମଧ୍ୟ ସ୍ଥାନ ପାଇବ ବୋଲି ସୂଚନା ମିଳିଛି । ଦେଶରେ ଜନଗଣନା ଶେଷ ଥର ପାଇଁ ୨୦୧୧ରେ ହୋଇଥିବା ବେଳେ, ଦୀର୍ଘ ୧୬ ବର୍ଷ ପରେ ଏହା ପୁଣି ହେବାକୁ ଯାଉଛି । ସୂଚନା ଯୋଗ୍ୟ ଯେ, ୨୦୨୧ରେ ଜନଗଣନା ହେବାକୁ ଥିଲେ ମଧ୍ୟ କୋଭିଡ୍ ମହାମାରୀ ପାଇଁ ଏହାକୁ ସ୍ଥଗିତ ରଖିବାକୁ ପଡ଼ିଥିଲା ।

Advertisment

ଅଧିକ ପଢ଼ନ୍ତୁ: ବେଙ୍ଗାଲୁରୁରେ ଏଇଥିପାଇଁ ହେଲା ଦଳାଚକଟା ?

India Census Of India
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ