• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଚିଲ ଖସାଇବ ଶତ୍ରୁ ପକ୍ଷର ଡ୍ରୋନ୍ । ଉତ୍ତରାଖଣ୍ଡର ଅଉଲିରେ ଇଣ୍ଡୋ-ୟୁଏସ୍ ସମରାଭ୍ୟାସ ବେଳେ ଭାରତରେ ପ୍ରଥମ ଥର ପାଇଁ ଏଭଳି ପରୀକ୍ଷା କରାଯାଇଛି ।ଚିଲ ଶତ୍ରୁପକ୍ଷର ଡ୍ରୋନ୍‌କୁ ଟାର୍ଗେଟ କରି ଖସାଇବ । ପ୍ରଶିକ୍ଷିତ ଚିଲ ଜରିଆରେ ଭାରତୀୟ ସେନାର ଏହା ନୂଆ ଯୋଜନା । ଭାରତୀୟ ସୀମାକୁ କୌଣସି ଡ୍ରୋନ୍ ପଶିଲେ ଆକ୍ରମଣ କରିବ ଚିଲ । ପ୍ରଥମ ଥର ପାଇଁ ଏଭଳି ଉପାୟ ଆପଣାଇବ ଭାରତୀୟ ସେନା । ଉତ୍ତରାଖଣ୍ଡ ଔଲିରେ ଚାଲିଥିବା ଯୁଦ୍ଧ ଅଭ୍ୟାସରେ ଏହାର ପ୍ରଦର୍ଶନ କରାଯାଇଛି ।

ଅଧିକ ପଢ଼ନ୍ତୁ: 'ଭାରତୀୟ ଯବାନଙ୍କ ନାଁ ଶୁଣିଲେ ଡରନ୍ତି ଆତଙ୍କବାଦୀ'