ଅଦ୍ୟତନ ହୋଇଛି
Earthquake In Bay of Bengal
Advertisment
ବଙ୍ଗୋପସାଗରରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ୫.୧ ତୀବ୍ରତାର ଭୂକମ୍ପ ଝଟ୍କା ନେଇ NCS ସୂଚନା ଦେଇଛି। ସକାଳ ୮ଟା ୩୨ରେ ଭୂକମ୍ପ ଅନୁଭୂତ ହୋଇଥିବା ଜଣାପଡ଼ିଛି।
Advertisment
ବାଂଲାଦେଶ ରାଜଧାନୀ ଢାକାରେ ମୃଦୁ କମ୍ପନ ଅନୁଭୂତ ହୋଇଥିବା ବେଳେ କେନ୍ଦ୍ରସ୍ଥଳ ଢାକାର ଦକ୍ଷିଣପଶ୍ଚିମ ଠାରୁ ୫୨୯ କି.ମି. ଦୂର ବୋଲି ଜଣାପଡ଼ିଛି। କୋକ୍ସ ବଜାରର ଦକ୍ଷିଣ-ପୂର୍ବକୁ ୩୪୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଥିବା ବେଳେ ଚିଟାଗଙ୍ଗ ଠାରୁ ଦକ୍ଷିଣପଶ୍ଚିମକୁ ୩୯୭ କି.ମି. ଦୂରରେ କେନ୍ଦ୍ରସ୍ଥଳ ବୋଲି ସୂଚନା ମିଳିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/s_1670217289.jpg)