Advertisment

'ରାୱତ ଥିଲେ ଜଣେ ଦୁର୍ଦ୍ଧର୍ଷ ଯୋଦ୍ଧା, ସଚ୍ଚା ଦେଶପ୍ରେମୀ'

ସିଡିଏସ୍ ବିପିନ ରାଓ୍ବତଙ୍କ ପରଲୋକରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ, ଗୃହ ମନ୍ତ୍ରୀ ଓ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।

author-image
Chandan Shishu
ଅଦ୍ୟତନ ହୋଇଛି
Gen Bipin Rawat with PM Narendra Modi

Gen Bipin Rawat with PM Narendra Modi

ନୂଆଦିଲ୍ଲୀ: ସିଡିଏସ୍ ବିପିନ ରାୱତଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ କରିଛନ୍ତି। ଜଣେ ସଚ୍ଚା ଦେଶପ୍ରେମୀଙ୍କୁ ହରାଇଥିବା ଟୁଇଟ୍ ଯୋଗେ ପ୍ରଧାନମନ୍ତ୍ରୀ କହିଛନ୍ତି। ଜେନେରାଲ ରାଓ୍ବତ ଜଣେ ଦୁର୍ଦ୍ଧର୍ଷ ଯୋଦ୍ଧା, ସଚ୍ଚା ଦେଶପ୍ରେମୀ ଥିଲେ। ସେନାକୁ ଅତ୍ୟାଧୁନିକ ଜ୍ଞାନକୌଶଳଯୁକ୍ତ କରିବାରେ ତାଙ୍କର ବଡ଼ ଭୂମିକା ଥିଲା। ନୀତି ନିର୍ଦ୍ଧାରଣରେ ତାଙ୍କ ବିଚକ୍ଷଣତା ଅଦ୍ୱିତୀୟ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। 

Advertisment

ସିଡିଏସ୍ ବିପିନ ରାଓ୍ବତଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହ ମନ୍ତ୍ରୀ ଅମିତ ଶାହା, ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଶୋକ ପ୍ରକାଶ କରିଛନ୍ତି। 

Advertisment


— President of India (@rashtrapatibhvn) December 8, 2021


— Vice President of India (@VPSecretariat) December 8, 2021


— Governor Odisha (@GovernorOdisha) December 8, 2021


— Baijayant Jay Panda (@PandaJay) December 8, 2021


— Naveen Patnaik (@Naveen_Odisha) December 8, 2021

Bipin Rawat CDS Bipin Rawat Army Chopper Crash CDS Chopper Crash
Advertisment
Advertisment