Advertisment

ଆଜି ସ୍ଥିର ରହିଛି ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ଆଜି ଭାରତୀୟ ବଜାରରେ ସୁନା ଓ ରୂପା ଦର ସ୍ଥିର ରହିଛି । ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୯୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୯୪୦ ଟଙ୍କା ରହିଛି । ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୯୧୦ ଟଙ୍କା ଓ ୪୮,୭୦୦ ଟଙ୍କା ରହିଛି ।

Gold Rate Today

Gold Rate Today

Advertisment

ନୂଆଦିଲ୍ଲୀ: ଆଜି ଭାରତୀୟ ବଜାରରେ ସୁନା ଓ ରୂପା ଦର ସ୍ଥିର ରହିଛି । ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୯୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୯୪୦ ଟଙ୍କା ରହିଛି । ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୯୧୦ ଟଙ୍କା ଓ ୪୮,୭୦୦ ଟଙ୍କା ରହିଛି ।

Advertisment

ସୂଚନା ଅନୁସାରେ ଦେଶର ପ୍ରମୁଖ ସହରମାନଙ୍କରେ  ସୁନାର ଦାମରେ କିଛିଟା ପରିବର୍ତ୍ତନ ଆସିଛି । ନୂଆଦିଲ୍ଲୀରେ ସୁନାର ଦାମ୍ ଯଥାକ୍ରମେ ୪୬,୦୫୦ ଟଙ୍କା ଓ ୫୦,୨୪୦ ଟଙ୍କା ରହିଛି । ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନାର ମୂଲ୍ୟ ୪୫,୯୪୦ ଟଙ୍କା ଓ ୪୬,୯୪୦ ଟଙ୍କା ଥିବା ରେକର୍ଡ ହୋଇଛି ।

Advertisment

ଦକ୍ଷିଣ ଭାରତର ସୁନାର ଦାମ୍ ସାମାନ୍ୟ ହ୍ରାସ ପାଇଛି । ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୧୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୧୪୦ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ପୂର୍ବ ଭାରତର କୋଲକାତାରେ ଯଥାକ୍ରମେ ୪୬,୩୦୦ ଟଙ୍କା ଓ ୪୯,୦୦୦ ଟଙ୍କା ରହିଛି । ସେହିପରି ଆଜି ରୁପାର ଦାମ୍ କିନ୍ତୁ ବୃଦ୍ଧି ପାଇଛି । ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି ।

ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ।

Advertisment
New Delhi Gold Rate Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ