Advertisment

ଦୀପାବଳୀ ଆଗରୁ ହ୍ରାସ ପାଇଲା ସୁନା ଦର,ଜାଣନ୍ତୁ କେତେ ରହିଛି ସୁନାର ଦାମ୍

ଦୀପାବଳୀ ଆଗରୁ ହ୍ରାସ ପାଇଲା ସୁନା ଦର।‌ ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ୪୩,୯୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ୪୭,୯୮୦ ଟଙ୍କା ହୋଇଛି । ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୪,୯୪୦ ଟଙ୍କା ଓ ୪୯,୩୭୦ ଟଙ୍କା ହୋଇଛି।

author-image
Pallipuspa Samal
ଅଦ୍ୟତନ ହୋଇଛି
Gold Rate Today

Gold Rate Today

ନୂଆଦିଲ୍ଲୀ: ଦୀପାବଳୀ ଆଗରୁ ହ୍ରାସ ପାଇଲା ସୁନା ଦର।‌ ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ୪୩,୯୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ୪୭,୯୮୦ ଟଙ୍କା ହୋଇଛି । ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୪,୯୪୦ ଟଙ୍କା ଓ ୪୯,୩୭୦ ଟଙ୍କା ହୋଇଛି।

Advertisment

ସେହିପରି ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ନୂଆଦିଲ୍ଲୀରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ଯଥାକ୍ରମେ ୪୭,୦୦୦ ଟଙ୍କା ଓ ୫୧,୨୭୦ ଟଙ୍କା ରହିଛି । ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୦୫୦ ଟଙ୍କା ଓ ୪୮,୦୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୩୫୦ ଟଙ୍କା ଓ ୫୦,୦୫୦ ଟଙ୍କା ରହିଛି । ସେହିପରି ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୩୦୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୪୨୫ ଟଙ୍କା ଥିବା ରେକର୍ଡ ହୋଇଛି । ସେପଟେ ଆଜି ରୁପା କିଲୋଗ୍ରାମ ୬୪,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି ।

ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ।

Advertisment
Gold Price Today
Advertisment
Advertisment