Advertisment

ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ସୁନାର ଦାମ୍

ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ୪୩,୭୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୮୦୦ ଟଙ୍କା ହୋଇଛି। ଦେଶର ପ୍ରମୁଖ ସହରମାନଙ୍କରେ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି । ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୪,୭୬୦ ଟଙ୍କା ଓ ୪୯,୧୧୦ ଟଙ୍କା ରହିଛି।

Gold Rate Today

Gold Rate Today

Advertisment

ନୂଆଦିଲ୍ଲୀ: ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ୪୩,୭୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୮୦୦ ଟଙ୍କା ହୋଇଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି।

Advertisment

ନୂଆଦିଲ୍ଲୀରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୯୧୦ ଟଙ୍କା ଓ ୫୨,୧୭୦ ଟଙ୍କା ରହିଛି। ସେହିପରି ମୁମ୍ବାଇରେ ଦର ଯଥାକ୍ରମେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬, ୬୬୦ ଟଙ୍କା ଓ ୪୭,୬୬୦ଟଙ୍କା ଥିବା ରେକର୍ଡ କରାଯାଇଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନାଦର ଦଶ ଗ୍ରାମ ପ୍ରତି ୪୪,୭୬୦ ଟଙ୍କା ଓ ୪୯,୧୧୦ ଟଙ୍କା ରହିଛି।

Advertisment

ଭାରତର ବିଭିନ୍ନ ସହରରେ ସୁନାର ଦାମ୍ ଭିନ୍ନ ଭିନ୍ନ ଦର ରହିଛି । ଭାରତର ପ୍ରମୁଖ ସହର କୋଲକାତାରେ ୨୨ କ୍ୟାରେଟ ମୂଲ୍ୟ ରେ ୪୭,୦୧୦ ଟଙ୍କା ଓ ୨୪ କ୍ୟାରେଟ ମୂଲ୍ୟରେ ୪୯,୭୧୦ ଟଙ୍କା ରହିଛି । ସେହିପରି ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୨୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୩୭୦ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ରୁପା ଦାମ୍‌ ମଧ୍ୟ ଆଜି ବୃଦ୍ଧି ପାଇଛି । ଆଜି ରୁପା କିଲୋଗ୍ରାମ ପ୍ରତି ୬୫,୬୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି ।

ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ।

Advertisment
Gold Rate Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ