Advertisment

ପୁଣି ବଢିଲା ସୁନା ଦର, ଜାଣନ୍ତୁ କେତେ ରହିଛି ଦାମ୍

ପୁଣି ବଢିଲା ସୁନା ଦର। ଭାରତୀୟ ବଜାରରେ ସୁନା ଦର ୪୧୦ ଟଙ୍କା ବୃଦ୍ଧି ପାଇଛି । ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ୪୪, ୬୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮, ୭୯୦ ଟଙ୍କା ରହିଛି । ସେହିପରି ଆଜି ରୁପାର ମୂଲ୍ୟ ମଧ୍ୟ କମ୍ ରହିଛି। ରୁପା କିଲୋଗ୍ରାମ ପ୍ରତି ୬୨,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି ।

Gold rate today

Gold rate today

Advertisment

ଆଜି ଭାରତୀୟ ବଜାରରେ ସୁନା ଦର ୪୧୦ ଟଙ୍କା ବୃଦ୍ଧି ପାଇଛି। ଆଜି ୨୨ କ୍ୟାରେଟ ସୁନା ଦର ୪୪, ୬୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮, ୭୯୦ ଟଙ୍କା ହୋଇଛି । ଦେଶରେ ବିଭିନ୍ନ ସହରରେ ଅଲଗା ଅଲଗା ସୁନାର ଦାମ୍ ରହିଛି । ନୂଆଦିଲ୍ଲୀରେ ସୁନାର ଦାମ୍ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭, ୮୫୦ ଟଙ୍କା ଓ ୫୨,୨୦୦ଟଙ୍କା ରହିଛି। ସେହିପରି ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୬୮୦ଟଙ୍କା ଓ ୪୮, ୬୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭, ୮୫୦ ଟଙ୍କା ଓ ୫୨,୨୦୦ଟଙ୍କା ରହିଛି।

Advertisment

ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୭୦୦ ଟଙ୍କା ଓ ୫୦,୦୫୦ ଟଙ୍କା ହୋଇଛି। ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୦୩୫ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୨୨୦ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭, ୮୫୦ ଟଙ୍କା ଓ ୫୦, ୫୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ କମ୍ ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Rate Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ