/odishatv-khabar/media/post_attachments/uploadimage/library/16_9/16_9_0/IMAGE_1640089290.jpg)
gold rate today
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ୪୪, ୪୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮, ୫୩୦ ଟଙ୍କା ହୋଇଛି। ରୁପା ମୂଲ୍ୟ ମଧ୍ୟ କମ୍ ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ଆଜି ଭାରତୀୟ ବଜାରରେ ୪୪, ୪୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮, ୫୩୦ ଟଙ୍କା ହୋଇଛି। ଦେଶରେ ବିଭିନ୍ନ ସହରରେ ଅଲଗା ଅଲଗା ସୁନାର ଦାମ୍ ରହିଛି । ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ମୂଲ୍ୟରେ ୪୭, ୮୫୦ ଟଙ୍କା ଓ ୨୪ କ୍ୟାରେଟ ମୂଲ୍ୟରେ ୫୨,୨୦୦ଟଙ୍କା ରହିଛି। ସେହିପରି ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୬୪୦ଟଙ୍କା ଓ ୪୮, ୬୪୦ ଟଙ୍କା ଥିବା ରେକର୍ଡ ହୋଇଛି।
gold rate todayରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୭୦୦ ଟଙ୍କା ଓ ୫୦,୦୫୦ ଟଙ୍କା ହୋଇଛି। ସେହିପରି ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୮୮୮ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୦୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭, ୯୫୦ ଟଙ୍କା ଓ ୫୦, ୬୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ କମ୍ ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ଯଦି ଆପଣ ସୁନାର ଶୁଦ୍ଧତା ଚେକ୍ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)