/odishatv-khabar/media/post_attachments/uploadimage/library/16_9/16_9_0/IMAGE_1640520328.jpg)
gpld rate today
ଏବେ ଚାଲିଛ ବିବାହର ଋତୁ । ଆପଣ ସୁନା ଓ ରୂପାର ଅଳଙ୍କାର କିଣିବାକୁ ଚାହୁଁଥିଲେ । ଜାଣି ନିଅନ୍ତୁ ଆପଣଙ୍କ ସହରରରେ କେତେ ରହିଛି ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ୪୮,୨୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୨୧୦ ଟଙ୍କା ହୋଇଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୩୪୦ ଟଙ୍କା ଓ ୪୯,୭୦୦ ଟଙ୍କା ହୋଇଛି।
ଦେଶର ବିଭିନ୍ନ ସହରରେ ଅଲଗା ଅଲଗା ସୁନାର ଦାମ୍ ରହିଛି । ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୩୦୦ ଟଙ୍କା ଓ ୪୮,୩୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୫୦୦ ଟଙ୍କା ଓ ୫୧,୮୦୦ ଟଙ୍କା ରହିଛି।
ସେହିପରି ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୭୪୧ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୯୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୪୫୦ ଟଙ୍କା ଓ ୫୦,୧୫୦ ଟଙ୍କା ରହିଛି ।
gpld rate todayସେହିପରି ଆଜି ରୁପା ମୂଲ୍ୟ ମଧ୍ୟ କମ୍ ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।ଯଦି ଆପଣ ସୁନାର ଶୁଦ୍ଧତା ଚେକ୍ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)