Advertisment

ବଢିଲା ସୁନା ଦର, ଜାଣନ୍ତୁ କେତେ ରହିଛି ଦାମ୍

ସାମାନ୍ୟ ବିଢିଛି ସୁନାର ଦର । ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୧୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୧୫୦ ଟଙ୍କା ରହିଛି। ଦେଶର ବିଭିନ୍ନ ସ୍ଥାନରେ ସୁନାର ଦାମ୍ ଭିନ୍ନ ଭିନ୍ନ ରହିଛି । ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୩୦୦ ଟଙ୍କା ଓ ୫୧,୫୮୦ ଟଙ୍କା ରହିଛି।

ଅଦ୍ୟତନ ହୋଇଛି
gold rate today

gold rate today

Advertisment

ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୧୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୧୫୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୦୮୦ ଟଙ୍କା ଓ ୪୯,୦୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୩୦୦ ଟଙ୍କା ଓ ୫୧,୫୮୦ ଟଙ୍କା ରହିଛି।

Advertisment

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୪,୯୦୦ ଟଙ୍କା ଓ ୪୯,୩୦୦ ଟଙ୍କା ହୋଇଛି। ପ୍ରମୁଖ ସହର କୋଲକାତାରେ ସୁନାର ଦାମ୍ ୪୭,୨୫୦ ଟଙ୍କା ଓ ୪୯,୯୫୦ ଟଙ୍କା ରହିଛି । ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୫୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯,୬୭୦ ଟଙ୍କା ଥିବା ରେକର୍ଡ ହୋଇଛି ।

ସେହିପରି ରୁପାର ମୂଲ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି । ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ।

Advertisment
Gold Rate Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ