Advertisment

ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ସୁନାର ଦାମ୍

ଏବେ ଚାଲିଛି ବିବାହର ଋତୁ । ତେବେ ଆପଣ ନିଶ୍ଚୟ ସୁନା କିଣିବାକୁ ଚାହୁଁ ଥିବେ । ତେବେ ଜାଣି ନିଅନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ସୁନାର ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୨୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୧୫୦ ଟଙ୍କା ରହିଛି । ଆଜି ରୁପା ମୂଲ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୩୦୦ ଟଙ୍କା କମି ୬୩,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

ଅଦ୍ୟତନ ହୋଇଛି
gold rate today

gold rate today

Advertisment

ଦେଶରେ ସୁନାର ଦାମ୍ ବିଭିନ୍ନ ସ୍ଥାନରେ ଅଲଗା ଅଲଗା ରହିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୨୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୧୫୦ ଟଙ୍କା ରହିଛି। ଦର ୧୦ ଗ୍ରାମ ପ୍ରତି ୪୪,୨୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୧୫୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୧୬୦ ଟଙ୍କା ଓ ୪୯,୧୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୨୫୦ ଟଙ୍କା ଓ ୫୧,୫୦୦ ଟଙ୍କା ରହିଛି।

Advertisment

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୦୦୦ ଟଙ୍କା ଓ ୪୯,୪୪୦ ଟଙ୍କା ହୋଇଛି । ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୬୮୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯,୮୪୦ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୪୦୦ ଟଙ୍କା ଓ ୫୦,୧୦୦ ଟଙ୍କା ରହିଛି ।

gold rate todaygold rate today

ଅନ୍ୟପଟେ ଆଜି ରୁପା ମୂଲ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୩୦୦ ଟଙ୍କା କମି ୬୩,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ।

Advertisment
Gold Rate Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ