Advertisment

କମିଲା ସୁନା ଦର, ଜାଣନ୍ତୁ କେତେ ରହିଛ ଦାମ୍

ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୦୦ ଟଙ୍କା ହ୍ରାସ ପାଇ ୪୭,୩୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ୧୦ ଗ୍ରାମ ପ୍ରତି ୪୩୦ ଟଙ୍କା କମି ୫୧,୬୭୦ ଟଙ୍କା ରହିଥିବା ଜଣାଯାଇଛି। କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧,୩୦୦ ଟଙ୍କା କମି ୬୭,୬୦୦ ଟଙ୍କା ରହିଛି ।

gold rate today

gold rate today

Advertisment

ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୦୦ ଟଙ୍କା ହ୍ରାସ ପାଇ ୪୭,୩୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ୧୦ ଗ୍ରାମ ପ୍ରତି ୪୩୦ ଟଙ୍କା କମି ୫୧,୬୭୦ ଟଙ୍କା ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୩୫୦ ଟଙ୍କା ଓ ୫୧,୬୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୩୫୦ ଟଙ୍କା ଓ ୫୧,୬୭୦ ଟଙ୍କା ରହିଛି।

Advertisment

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୩୫୦ ଟଙ୍କା ଓ ୫୧,୬୭୦ ଟଙ୍କା ହୋଇଛି। ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୮୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୧୬୦ ଟଙ୍କା ଥିବା ରେକର୍ଡ ହୋଇଛି। ସେହିପରି ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୩୫୦ ଟଙ୍କା ଓ ୫୧,୬୭୦ ଟଙ୍କା ରହିଛି।

ସେହିପରି ଆଜି ରୁପା ମୂଲ୍ୟ ବି କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧,୩୦୦ ଟଙ୍କା କମି ୬୭,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦୦ ଟଙ୍କା ବଢ଼ି ୬୮,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ୬୯,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Rate Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ