Advertisment

IIMCକୁ ମିଳିଲା ଡିମ୍‌ଡି ୟୁନିଭର୍ସିଟି ମାନ୍ୟତା

IIMCର ୫ ଆଞ୍ଚଳିକ କ୍ୟାମ୍ପସ ମଧ୍ୟରେ ଢେଙ୍କାନାଳ ରହିଛି । IIMCରେ ଏଣିକି ଡିଗ୍ରୀ ଓ ପିଏଚ୍‌ଡି ପାଠ୍ୟକ୍ରମ ଉପଲବ୍ଧ ହେବ ।

ଅଦ୍ୟତନ ହୋଇଛି
IIMC

IIMC

Advertisment

ଗଣମାଧ୍ୟମର ଅଗ୍ରଣୀ ଶିକ୍ଷାନୁଷ୍ଠାନ IIMCକୁ ଡିମ୍‌ଡି ୟୁନିଭର୍ସିଟି ମାନ୍ୟତା ମିଳିଛି । ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମାସ୍ କମ୍ୟୁନିକେସନ୍-IIMCକୁ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ଦ୍ୱାରା ଡିମ୍‌ଡ ୟୁନିଭର୍ସିଟି ଭାବେ ମାନ୍ୟତା ମିଳିଛି । IIMC ଦିଲ୍ଲୀ ସହ ଏହାର ୫ଟି ଆଞ୍ଚଳିକ କ୍ୟାମ୍ପସକୁ ମାନ୍ୟତା ଦିଆଯାଇଛି ।

Advertisment

IIMCର ୫ ଆଞ୍ଚଳିକ କ୍ୟାମ୍ପସ ମଧ୍ୟରେ ଢେଙ୍କାନାଳ ରହିଛି । IIMCରେ ଏଣିକି ଡିଗ୍ରୀ ଓ ପିଏଚ୍‌ଡି ପାଠ୍ୟକ୍ରମ ଉପଲବ୍ଧ ହେବ । ତେବେ ଡିମ୍‌ଡ ୟୁନିଭରସିଟି ମାନ୍ୟତା ମିଳିବା ପରେ ଶିକ୍ଷା ମନ୍ତ୍ରାଳୟକୁ ସାଧୁବାଦ ଜଣାଇଛି ଆଇଆଇଏମ୍‌ସି ।

University
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ