• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଚଳିତ ବର୍ଷ ସ୍ୱାଭାବିକ ରହିବ ମୌସୁମୀ। ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ୱାଭାବିକ ନେଇ ଭାରତୀୟ ପାଣିପାଗ କେନ୍ଦ୍ର ଆକଳନ କରିଛି। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ସ୍ୱାଭାବିକ ବର୍ଷା ହେବାର ଆକଳନ କରାଯାଇଛି।

ଚଳିତ ବର୍ଷ ମୌସୁମୀ ବର୍ଷା ପରିମାଣ ୯୬ରୁ ୧୦୪% ରହିବ ବୋଲି ପୂର୍ବାନୁମାନ କରାଯାଇଛି। ତେବେ ଉତ୍ତର ଓ କେନ୍ଦ୍ର ଭାରତରେ ସ୍ୱାଭାବିକରୁ ଅଧିକ ବର୍ଷା ହୋଇପାରେ।