Advertisment

ଦେଶର ପ୍ରଥମ 3D ପ୍ରିଣ୍ଟେଡ ପୋଷ୍ଟ ଅଫିସ ଉଦ୍‌ଘାଟିତ

ଦେଶର ପ୍ରଥମ ଥ୍ରୀଡି ପ୍ରିଣ୍ଟେଡ ପୋଷ୍ଟ ଅଫିସ ଉଦ୍‌ଘାଟିତ। ୧୧ ଶହ ସ୍କୋୟାର ଫୁଟର ଜାଗାରେ ଏହା ତିଆରି ହୋଇଥିବା ବେଳେ ୨୩ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି।

ଅଦ୍ୟତନ ହୋଇଛି
India's first 3D-printed post office inaugurated in bengaluru

India's first state-of-the-art 3D post office set-up in Bengaluru

Advertisment

ଦେଶର ପ୍ରଥମ ଥ୍ରୀଡି ପ୍ରିଣ୍ଟେଡ ପୋଷ୍ଟ ଅଫିସ ଉଦ୍‌ଘାଟିତ ହୋଇଛି। କର୍ଣ୍ଣାଟକର ବେଙ୍ଗାଲୁରୁ ସହରରେ ଥିବା ହଲଶୁରୁ ପୋଷ୍ଟ ଅଫିସକୁ ଥ୍ରୀଡି ପ୍ରିଣ୍ଟେଡ ପୋଷ୍ଟ ଅଫିସରେ ପରିଣତ କରାଯାଇଛି। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହାକୁ ଉଦ୍‌ଘାଟନ କରିଛନ୍ତି।

Advertisment

୧୧ ଶହ ସ୍କୋୟାର ଫୁଟର ଜାଗାରେ ଏହା ତିଆରି ହୋଇଥିବା ବେଳେ ୨୩ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ମାତ୍ର ୪୪ ଦିନରେ ତିଆରି ହୋଇଥିବା ଏହି ଥ୍ରୀଡି ପ୍ରିଣ୍ଟେଡ ପୋଷ୍ଟ ଅଫିସ 
ମାଧ୍ୟମରେ ଭାରତର ନୂତନ ପ୍ରଯୁକ୍ତି ବିଦ୍ୟା ପ୍ରତିଫଳନ ହୋଇଛି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।

Post Office
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ