Bharat Ratna Karpoori Thakur
Advertisment
କର୍ପୂରୀ ଠାକୁରଙ୍କୁ ମିଳିବ ଭାରତରତ୍ନ ସମ୍ମାନ । ମରଣୋତ୍ତର ଭାବେ ମିଳିବ ଭାରତରତ୍ନ ସମ୍ମାନ । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁର । ପଛୁଆ ବର୍ଗ ଲୋକଙ୍କ ଉନ୍ନତି ପାଇଁ ଜୀବନକୁ ଉତ୍ସର୍ଗ କରିଥିଲେ । ୧୯୭୦ରୁ ୧୯୭୧ ଓ ୧୯୭୭ରୁ ୧୯୭୯ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଥିଲେ । ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତରତ୍ନ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1706023017.jpg)