• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଦେଶଦ୍ରୋହ ମାମଲା ରୁଜୁ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। କାହା ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ କରିବା ଉପରେ କେନ୍ଦ୍ର ସରକାର ଓ ରାଜ୍ୟ ସରକାର ବିରତ ରହିବା ଦରକାର ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆଇପିସିର ଧାରା 124-A  ଉପରେ କେନ୍ଦ୍ର ସରକାର ପୁନର୍ବିଚାର କରିବାକୁ ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି।

ଯେପର୍ଯ୍ୟନ୍ତ ଏହାର ପୁନର୍ବିଚାର କରାଯାଇନାହିଁ ସେ ପର୍ଯ୍ୟନ୍ତ କାହା ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ହୋଇପାରିବ ନାହିଁ। ଏଥିସହ ଯେଉଁମାନଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ହୋଇଛି ସେମାନେ ଜାମିନ ପାଇଁ ଆବେଦନ କରିପାରିବେ ବୋଲି ସୁପ୍ରିମକୋର୍ଟ ମତ ଦେଇଛନ୍ତି। 

OTV is now on Whatsapp

Join and get latest news update delivered to you via whatsapp

Join Now