Advertisment

ଦେଶଦ୍ରୋହ ମାମଲା ରୁଜୁ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

କେନ୍ଦ୍ର ସରକାର ପୁନର୍ବିଚାର କରିବାକୁ ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି।

undefined

Supreme Court

Advertisment

ଦେଶଦ୍ରୋହ ମାମଲା ରୁଜୁ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। କାହା ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ କରିବା ଉପରେ କେନ୍ଦ୍ର ସରକାର ଓ ରାଜ୍ୟ ସରକାର ବିରତ ରହିବା ଦରକାର ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆଇପିସିର ଧାରା 124-A  ଉପରେ କେନ୍ଦ୍ର ସରକାର ପୁନର୍ବିଚାର କରିବାକୁ ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି।

Advertisment

ଯେପର୍ଯ୍ୟନ୍ତ ଏହାର ପୁନର୍ବିଚାର କରାଯାଇନାହିଁ ସେ ପର୍ଯ୍ୟନ୍ତ କାହା ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ହୋଇପାରିବ ନାହିଁ। ଏଥିସହ ଯେଉଁମାନଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ହୋଇଛି ସେମାନେ ଜାମିନ ପାଇଁ ଆବେଦନ କରିପାରିବେ ବୋଲି ସୁପ୍ରିମକୋର୍ଟ ମତ ଦେଇଛନ୍ତି। 

Sedition Law In Abeyance
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ