Advertisment

ରାଜଧାନୀ ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ; ହୁତୁହୁତୁ ହୋଇ ଜଳିଲା ବିଲଡିଂ

ବୱାନା ଇଣ୍ଡଷ୍ଟ୍ରିଆଲ ଅଞ୍ଚଳରେ ଅଗ୍ନିକାଣ୍ଡ ଘଟିଛି ।

author-image
Manoranjan Behera
ଅଦ୍ୟତନ ହୋଇଛି
Fire Mishap

Fire Mishap

ରାଜଧାନୀ ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ । ହୁତୁହୁତୁ ହୋଇ ଜଳୁଛି ବିଲଡିଂ । ବୱାନା ଇଣ୍ଡଷ୍ଟ୍ରିଆଲ ଅଞ୍ଚଳରେ ଅଗ୍ନିକାଣ୍ଡ ଘଟିଛି । ଏକ ଫାକ୍ଟ୍ରିରେ ଲାଗିଛି ନିଆଁ ଲାଗିଥିବାର ସୂଚନା ମିଳିଛି । ଅଗ୍ନିକାଣ୍ଡ ଏତେ ଭୟଙ୍କର ଯେ ନିଆଁ ଲିଭାଇବା କଷ୍ଟସାଧ୍ୟ ହୋଇପଡ଼ିଛି ।

Advertisment

ଘଟଣାସ୍ଥଳରେ ୨୫ଟି ଦମକଳ ବାହିନୀ ପହଞ୍ଚି ନିଆଁଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି । କେମିତି ନିଆଁ ଲାଗିଲା ତାହା ଜଣାପଡ଼ିନାହିଁ । ସେହିପରି କ୍ଷୟକ୍ଷତିର ସୂଚନା ବି ମିଳିନାହିଁ ।

Delhi Fire Mishap
Advertisment
Advertisment