/odishatv-khabar/media/post_attachments/uploadimage/library/16_9/16_9_0/IMAGE_1659796063.jpg)
New Vice President
ଧନଖଡ଼ ଉପରାଷ୍ଟ୍ରପତି। ଜଗଦୀପ ଧନଖଡ଼ ଉପରାଷ୍ଟ୍ରପତି ନିର୍ବାଚିତ। ମିଳିତ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ହରାଇଲେ ଧନଖଡ଼। ଜଗଦୀପ ଧନଖଡ଼ଙ୍କୁ ମିଳିଛି ୫୨୮ ଖଣ୍ଡ ଭୋଟ୍। ସେହିପରି ମାର୍ଗାରେଟ୍ ଆଲଭାଙ୍କୁ ମିଳିଛି ୧୮୨ ଖଣ୍ଡ ଭୋଟ୍। ୧୫ଟି ଭୋଟ୍ ନାକଚ ହୋଇଯାଇଥିବା ସୂଚନା ମିଳିଛି। ମୋଟ ୭୨୫ ଜଣ ସାଂସଦ ଭୋଟ୍ ଦେଇଥିଲେ।
Advertisment
NDA candidate Jagdeep Dhankar declared the Vice President of India pic.twitter.com/SwxtHArqxK
— ANI (@ANI) August 6, 2022
ନବନିର୍ବାଚିତ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ପ୍ରଧାନମନ୍ତ୍ରୀ ଭେଟିଛନ୍ତି। ଧନଖଡ଼ଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)